Biblia Todo Logo
Bib sou entènèt

- Piblisite -




ମାର୍କ 13:5 - ଓଡିଆ ବାଇବେଲ

5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ସେମାନଙ୍କୁ କହିଲେ, “ସାବଧାନ, କେହି ଯେପରି ତୁମକୁ ପ୍ରତାରଣା ନ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ସାବଧାନ! ତୁମ୍ଭକୁ କେହି ଯେପରି ପ୍ରତାରଣା କରି ନ ପାରେ।

Gade chapit la Kopi




ମାର୍କ 13:5
11 Referans Kwoze  

ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।


ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।


ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ ।


ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।


Swiv nou:

Piblisite


Piblisite