Biblia Todo Logo
Bib sou entènèt

- Piblisite -




ମାର୍କ 15:4 - ଓଡିଆ ବାଇବେଲ

4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତେଣୁ ପିଲାତ ପୁନର୍ବାର ଯୀଶୁଙ୍କୁ ପଚାରିଲେ, “ତୁମେ କଅଣ ଉତ୍ତର ଦେବ ନାହିଁ? ତୁମ ବିରୁଦ୍ଧରେ ହେଉଥିବା ଏସବୁ ଅଭିଯୋଗ ଶୁଣୁଛ ତ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ପୀଲାତ ପୁଣି ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ କିଛି କହିବାର ନାହିଁ? ଦେଖ, ସେମାନେ ତୁମ୍ଭକୁ ଅନେକ ବିଷୟରେ ଅଭିଯୁକ୍ତ କରୁଛନ୍ତି।”

Gade chapit la Kopi




ମାର୍କ 15:4
5 Referans Kwoze  

ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?


ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ ?


ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କ'ଣ ?


ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।


କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ ।


Swiv nou:

Piblisite


Piblisite