Biblia Todo Logo
Bib sou entènèt

- Piblisite -




ମାର୍କ 16:3 - ଓଡିଆ ବାଇବେଲ

3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ ? କାରଣ ତାହା ଅତି ବୃହତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ବାଟରେ ସେମାନେ ପରସ୍ପରକୁ କହିଲେ, “କବର ମୁହଁରୁ ଆମ ପାଇଁ ସେ ପଥରଟିକୁ କିଏ ଗଡ଼ାଇ ଦେବ?” (ତାହା ଗୋଟିଏ ପ୍ରକାଣ୍ଡ ପଥର ଥିଲା)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?”

Gade chapit la Kopi




ମାର୍କ 16:3
5 Referans Kwoze  

ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା ।


ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି ।


ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ ।


Swiv nou:

Piblisite


Piblisite