Biblia Todo Logo
Bib sou entènèt

- Piblisite -




ମାର୍କ 16:4 - ଓଡିଆ ବାଇବେଲ

4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ସେମାନେ ଚାହିଁ ଦେଖିଲେ, ପଥରଟି ଗଡ଼ାଇ ଦିଆଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେମାନେ ସେ ଆଡ଼କୁ ଗ୍ଭହିଁଲେ। ସେମାନେ ଦେଖିଲେ ଯେ, ସେହି ବଡ଼ ପଥରଟି ସେଠାରୁ ଘୁଞ୍ଚା ଯାଇଛି।

Gade chapit la Kopi




ମାର୍କ 16:4
7 Referans Kwoze  

ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ ।


ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,


ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ ।


ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।


ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ ? କାରଣ ତାହା ଅତି ବୃହତ ଥିଲା ।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।


Swiv nou:

Piblisite


Piblisite