ମାର୍କ 2:10 - ଓଡିଆ ବାଇବେଲ10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)10 “ପୃଥିବୀରେ ପାପ କ୍ଷମା କରିବା ପାଇଁ ମନୁଷ୍ୟପୁତ୍ରଙ୍କର ଅଧିକାର ଅଛି, ଏହା ତୁମ୍ଭେମାନେ ବର୍ତ୍ତମାନ ଜାଣି ପାରିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, Gade chapit laପବିତ୍ର ବାଇବଲ10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା'ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, Gade chapit la |