ମାର୍କ 2:8 - ଓଡିଆ ବାଇବେଲ8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ? Gade chapit laପବିତ୍ର ବାଇବଲ (Re-edited) - (BSI)8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ? Gade chapit laପବିତ୍ର ବାଇବଲ (CL) NT (BSI)8 ସେମାନଙ୍କ ମନର ଭାବନା ଜାଣିପାରି ଯୀଶୁ ପଚାରିଲେ, “କାହିଁକି ଏପରି କଥା ସବୁ ଭାବୁଛ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ? Gade chapit laପବିତ୍ର ବାଇବଲ8 ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ? Gade chapit la |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।