Biblia Todo Logo
Bib sou entènèt

- Piblisite -




ମାର୍କ 3:1 - ଓଡିଆ ବାଇବେଲ

1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ସମାଜ ଗୃହକୁ ଫେରିଗଲେ। ସେଠାରେ ଜଣେ ଲୋକ ଥିଲା। ତା’ର ହାତ ଶୁଖି ଅଚଳ ହୋଇ ଯାଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

1 ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା।

Gade chapit la Kopi




ମାର୍କ 3:1
7 Referans Kwoze  

ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ ।


ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।


ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;


ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି ।


Swiv nou:

Piblisite


Piblisite