Biblia Todo Logo
Bib sou entènèt

- Piblisite -




ମାର୍କ 3:12 - ଓଡିଆ ବାଇବେଲ

12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେ କିଏ, ଏକଥା କାହାକୁ ନ ଜଣାଇବା ପାଇଁ ଯୀଶୁ ଭୂତମାନଙ୍କୁ ଧମକ ଦେଇ ଆଦେଶ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସେମାନେ ଲୋକମାନଙ୍କୁ ଯେପରି ନ କୁହନ୍ତି।

Gade chapit la Kopi




ମାର୍କ 3:12
6 Referans Kwoze  

ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,


ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ ।


ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।


ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର ।


ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା ।


ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।


Swiv nou:

Piblisite


Piblisite