Biblia Todo Logo
Bib sou entènèt

- Piblisite -




ମାର୍କ 4:4 - ଓଡିଆ ବାଇବେଲ

4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ ବିହନ ବୁଣିଲାବେଳେ ରାସ୍ତା ଉପରେ କେତେ ପଡ଼ିଲା ଏବଂ ପକ୍ଷୀମାନେ ସେଗୁଡ଼ିକୁ ଖାଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ।

Gade chapit la Kopi




ମାର୍କ 4:4
8 Referans Kwoze  

ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।


ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।


ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।


ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।


ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ ।


ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ ।


ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା ।


ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,


Swiv nou:

Piblisite


Piblisite