Biblia Todo Logo
Bib sou entènèt

- Piblisite -




ମାର୍କ 4:7 - ଓଡିଆ ବାଇବେଲ

7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ିକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପିପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଆଉ କେତେ ବିହନ କଣ୍ଟା ବୁଦାରେ ପଡ଼ିଲା। ଏହି କଣ୍ଟାଗଛ ବଢ଼ି ଛୋଟ ଚୋଟ ଚାରା ଗଛଗୁଡ଼ିକ ଉପରେ ମାଡ଼ି ଯିବାରୁ, ସେଥିରେ ଆଉ ଫଳ ଧରିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 କିଛି ବୀଜ କଣ୍ଟାବୁଦାଗୁଡ଼ିକ ଭିତରେ ପଡ଼ିଗଲା। କଣ୍ଟାବୁଦାଗୁଡ଼ିକ ବଢ଼ୁ ଥିଲା, ତେଣୁ କଣ୍ଟାବୁଦା ଗୁଡ଼ିକ ଗଛଗ୍ଭରାଗୁଡ଼ିକୁ ଗ୍ଭପି ଦେଲା, ତା’ ଫଳରେ ସେଗୁଡ଼ିକ ଭଲ ଭାବରେ ବଢ଼ି ପାରିଲା ନାହିଁ। ତେଣୁ ସେଥିରେ ଫଳ ଫଳିଲା ନାହିଁ।

Gade chapit la Kopi




ମାର୍କ 4:7
14 Referans Kwoze  

କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।’”


ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ ।


କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;


ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।


ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା ।


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।


ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବାଡ଼ହୋଇ ସେଗୁଡ଼ିକୁ ଚାପି ପକାଇଲା ।


ମାତ୍ର ଅନ୍ୟ କେତେକ ଭଲ ଭୂଇଁ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶି ଗୁଣ ।


କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।


ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା ।


Swiv nou:

Piblisite


Piblisite