Biblia Todo Logo
Bib sou entènèt

- Piblisite -




ମାର୍କ 5:11 - ଓଡିଆ ବାଇବେଲ

11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ନିକଟବର୍ତ୍ତୀ ପାହାଡ଼ କରରେ ପଲେ ଘୁଷୁରି ଚରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା।

Gade chapit la Kopi

ପବିତ୍ର ବାଇବଲ

11 ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା।

Gade chapit la Kopi




ମାର୍କ 5:11
9 Referans Kwoze  

ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ ।


ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା ।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;


ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।


ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।


ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।


Swiv nou:

Piblisite


Piblisite