Biblia Todo Logo
Bib sou entènèt

- Piblisite -




ମାର୍କ 7:1 - ଓଡିଆ ବାଇବେଲ

1 ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯିରୂଶାଲମରୁ ଆସିଥିବା କେତେଜଣ ଫାରୂଶୀ ଓ ଶାସ୍ତ୍ରୀ ଯୀଶୁଙ୍କ ନିକଟରେ ଏକତ୍ରିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ

1 କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ।

Gade chapit la Kopi




ମାର୍କ 7:1
5 Referans Kwoze  

ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।


ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।


ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ ।


Swiv nou:

Piblisite


Piblisite