Biblia Todo Logo
Bib sou entènèt

- Piblisite -




ମାର୍କ 8:16 - ଓଡିଆ ବାଇବେଲ

16 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି ସେ ଏହା କହୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ସେ ଏହା କହୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଶିଷ୍ୟମାନେ ଏ ବିଷୟରେ ପରସ୍ପର ସହିତ ଆଲୋନା କରି କହିଲେ, “ଆମେ ସଙ୍ଗରେ ରୋଟୀ ନ ଆଣିବାରୁ ସେ ଏକଥା କହୁଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ଶିଷ୍ୟମାନେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ଯୀଶୁ ଏ କଥା କହିଲେ।”

Gade chapit la Kopi




ମାର୍କ 8:16
5 Referans Kwoze  

ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?


ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା ।


ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।


ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?


Swiv nou:

Piblisite


Piblisite