Biblia Todo Logo
Bib sou entènèt

- Piblisite -




ମାର୍କ 8:5 - ଓଡିଆ ବାଇବେଲ

5 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ଯୀଶୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି।

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କ ପାଖରେ କେତେଖଣ୍ଡ ରୋଟୀ ଅଛି?” ସେମାନେ ଉତ୍ତର ଦେଲେ, “ଆମ୍ଭମାନଙ୍କ ପାଖରେ ସାତଖଣ୍ଡ ଅଛି।”

Gade chapit la Kopi




ମାର୍କ 8:5
6 Referans Kwoze  

କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କ'ଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା ?


ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ଯାଇ ଦେଖ । ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚଟି, ପୁଣି, ଦୁଇଟି ମାଛ ।


ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ ।


ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ ?


ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।


Swiv nou:

Piblisite


Piblisite