Biblia Todo Logo
Bib sou entènèt

- Piblisite -




ମାର୍କ 8:7 - ଓଡିଆ ବାଇବେଲ

7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେମାନଙ୍କ ପାଖରେ କେତୋଟି ଛୋଟ ମାଛ ମଧ୍ୟ ଥିଲା। ସେଥିନିମନ୍ତେ ଈଶ୍ୱରଙ୍କୁ ସେ ଆଉ ଥରେ ଧନ୍ୟବାଦ ଦେଇ ତାହା ବିତରଣ କରିବା ପାଇଁ ଶିଷ୍ୟମାନଙ୍କୁ କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ।

Gade chapit la Kopi

ପବିତ୍ର ବାଇବଲ

7 ଶିଷ୍ୟମାନଙ୍କ ପାଖରେ ମଧ୍ୟ ଅଳ୍ପ କିଛି ଛୋଟ ମାଛ ଥିଲା। ଯୀଶୁ ମାଛ ପାଇଁ ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ତାହା ଲୋକଙ୍କ ଭିତରେ ବାଣ୍ଟି ଦେବାକୁ କହିଲେ।

Gade chapit la Kopi




ମାର୍କ 8:7
6 Referans Kwoze  

ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ ।


ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।


ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ?


ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।


Swiv nou:

Piblisite


Piblisite