Biblia Todo Logo
Bib sou entènèt

- Piblisite -




ମାର୍କ 8:8 - ଓଡିଆ ବାଇବେଲ

8 ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୋଟୀ ଉଠାଇଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସମସ୍ତେ ଯଥେଷ୍ଟ ଖାଇ ପରିତୃପ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ଟୋକେଇ ବଳକା ଭଙ୍ଗା ରୁଟି ଉଠାଇଲେ।

Gade chapit la Kopi

ପବିତ୍ର ବାଇବଲ

8 ସବୁ ଲୋକ ଖାଇ ତୃପ୍ତ ହେଲେ। ତା'ପରେ ସେମାନେ ବଳକା ଟୁକୁରା ତକ ଏକାଠି କରି ସାତୋଟି ଟୋକେଇରେ ଭର୍ତ୍ତିକଲେ।

Gade chapit la Kopi




ମାର୍କ 8:8
16 Referans Kwoze  

କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହି ସବୁ କି ତୁମ୍ଭର ମନେ ନାହିଁ ?


ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ୱର ମୁଦ୍ରାଙ୍କିତ କଲେ ।


ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।


ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ ।


ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ ।


ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।


Swiv nou:

Piblisite


Piblisite