Biblia Todo Logo
Bib sou entènèt

- Piblisite -




ମାର୍କ 8:9 - ଓଡିଆ ବାଇବେଲ

9 ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ପ୍ରାୟ ଚାରିହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଚାରିହଜାର ଲୋକ ଏହି ଖାଦ୍ୟ ଖାଇଥିଲେ ଏବଂ ବଳି ପଡ଼ିଥିବା ରୋଟୀ ଖଣ୍ଡଗୁଡ଼ିକୁ ଶିଷ୍ୟମାନେ ଗୋଟାଇ ସାତୋଟି ଝୁଡ଼ି ପୂର୍ଣ୍ଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

9 ସେଠାରେ ପ୍ରାୟ କେବଳ ଗ୍ଭରି ହଜାର ପୁରୁଷ ଖାଇଥିଲେ। ସେମାନେ ଖାଇଲା ପରେ ଯୀଶୁ ସେମାନଙ୍କୁ ବିଦାୟ କରିଦେଲେ।

Gade chapit la Kopi




ମାର୍କ 8:9
4 Referans Kwoze  

ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ ।


ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ ।


ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ସ୍ପଷ୍ଟରୂପେ ବୁଝାଇ ଦିଅନ୍ତୁ ।


ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;


Swiv nou:

Piblisite


Piblisite