Biblia Todo Logo
Bib sou entènèt

- Piblisite -




ନାହୂମ 3:3 - ଓଡିଆ ବାଇବେଲ

3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅଶ୍ଵାରୋହୀ ଆରୋହଣ କରିବାର, ଆଉ ଜକ୍ଜକ୍ ଖଡ଼୍‍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;

Gade chapit la Kopi

ପବିତ୍ର ବାଇବଲ

3 ସୈନ୍ୟମାନେ ଅଶ୍ୱପୃଷ୍ଠରେ ଆକ୍ରମଣ କରୁଛନ୍ତି। ସେମାନଙ୍କର ଖଣ୍ତାଗୁଡ଼ିକ ଚ‌କ୍‌ଚକ୍ କରୁଛି ଏବଂ ସେମାନଙ୍କର ବର୍ଚ୍ଛାଗୁଡ଼ିକ ଉଜ୍ଜ୍ୱଳ ଦେଖା ଯାଉଛି। ତେଣୁ ବହୁ ମୃତ ଶରୀର ରହିଛି ଯାହାକୁ ଗଣି ହେବ ନାହିଁ। ଲୋକମାନେ ସେହି ମୃତ ଶରୀର ଉପରେ ଝୁଣ୍ଟି ପଡ଼ୁଛନ୍ତି।

Gade chapit la Kopi




ନାହୂମ 3:3
10 Referans Kwoze  

ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।


ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।


ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି।


ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।


ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।


ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।


କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।


Swiv nou:

Piblisite


Piblisite