ନିହିମୀୟା 11:3 - ଓଡିଆ ବାଇବେଲ3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ। Gade chapit laପବିତ୍ର ବାଇବଲ3 ପ୍ରଦେଶର ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇସ୍ରାଏଲର ଅନ୍ୟ ନଗରରେ ଲୋକମାନେ, ଯାଜକମାନେ, ଲେବୀୟମାନେ, ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକ ନିଜ ନିଜ ନଗରରେ ବାସ କଲେ। Gade chapit la |