Biblia Todo Logo
Bib sou entènèt

- Piblisite -




ନିହିମୀୟା 11:7 - ଓଡିଆ ବାଇବେଲ

7 ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ବିନ୍ୟାମୀନର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ

7 ବିନ୍ୟାମୀନର ବଂଶଧରମାନେ, ଯଥା: ମଶୁଲ୍ଲମର ପୁତ୍ର ସଲ୍ଲୁ, ମଶୁଲ୍ଲମ ଯୋୟେଦର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର ଥିଲା, ପଦାୟ କଲୋୟାର ପୁତ୍ର ଥିଲା, କଲୋୟା ମାସେୟର ପୁତ୍ର ଥିଲା, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର ଥିଲା।

Gade chapit la Kopi




ନିହିମୀୟା 11:7
5 Referans Kwoze  

ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।


ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀର ପୁରୁଷ ଯିରୂଶାଲମରେ ବାସ କଲେ।


ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


Swiv nou:

Piblisite


Piblisite