Biblia Todo Logo
Bib sou entènèt

- Piblisite -




ନିହିମୀୟା 12:7 - ଓଡିଆ ବାଇବେଲ

7 ସଲ୍ଲ, ଆମୋକ, ହିଲ୍‍କିୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ସଲ୍ଲୁ, ଆମୋକ, ହି‌ଲ୍‌‌‌କିୟ, ଯିଦୟିୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭାତୃଗଣ ମଧ୍ୟରେ ପ୍ରଧାନ ଥିଲେ।

Gade chapit la Kopi




ନିହିମୀୟା 12:7
8 Referans Kwoze  

ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;


ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।


ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।


ଶମୟୀୟ ଓ ଯୋୟାରୀବ୍‍, ଯିଦୟୀୟ;


ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।


Swiv nou:

Piblisite


Piblisite