Biblia Todo Logo
Bib sou entènèt

- Piblisite -




ନିହିମୀୟା 12:9 - ଓଡିଆ ବାଇବେଲ

9 ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ

9 ସେମାନଙ୍କର ଭାଇ ବ‌କ୍‌ବୁକିୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀ କର୍ମ କଲେ।

Gade chapit la Kopi




ନିହିମୀୟା 12:9
4 Referans Kwoze  

ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।


ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,


Swiv nou:

Piblisite


Piblisite