ନିହିମୀୟା 2:2 - ଓଡିଆ ବାଇବେଲ2 ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି ? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଥିରେ ରାଜା ମୋତେ ପଚାରିଲେ, ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ। ତହିଁରେ ମୁଁ ଅତିଶୟ ଭୀତ ହେଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି। Gade chapit laପବିତ୍ର ବାଇବଲ2 ଏଥିରେ ରାଜା ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ପୀଡ଼ିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡ଼ୁଛ? ମୁଁ ଭାବୁଛି ତୁମ୍ଭର ହୃଦୟ ଦୁଃଖପୂର୍ଣ୍ଣ ଅଛି।” ଏହା ପରେ ମୁଁ ଭୟ କଲି। Gade chapit la |