ନିହିମୀୟା 2:3 - ଓଡିଆ ବାଇବେଲ3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ ?” Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ମୁଁ ରାଜାଙ୍କୁ କହିଲି, ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?” Gade chapit laପବିତ୍ର ବାଇବଲ3 ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମୋର ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତେବେଳେ ଉଜାଡ଼ି ହୋଇ ପଡ଼ିଛି ଓ ତହିଁର ଦ୍ୱାରସବୁ ଦଗ୍ଧ ହୋଇ ପଡ଼ିଛି ସେତେବେଳେ କାହିଁକି ମୋର ମୁଖ ଦୁଃଖିତ ହେବ ନାହିଁ।” Gade chapit la |