ନିହିମୀୟା 3:10 - ଓଡିଆ ବାଇବେଲ10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ମରାମତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ଜୀର୍ଣ୍ଣସଂସ୍କାର କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ମରାମତି କଲା। Gade chapit laପବିତ୍ର ବାଇବଲ10 ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ପ୍ରାଚୀର ଗଠନ କଲା। ତା’ ନିକଟକୁ ହଶ୍ବନିୟର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା। Gade chapit la |