ନିହିମୀୟା 4:21 - ଓଡିଆ ବାଇବେଲ21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ଅରୁଣୋଦୟ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ। Gade chapit laପବିତ୍ର ବାଇବଲ21 ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ। ପୁଣି ଅରୁଣୋଦୟ ସମୟଠାରୁ ତାହା ଦେଖିବା ସମୟ ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ। Gade chapit la |