Biblia Todo Logo
Bib sou entènèt

- Piblisite -




ନିହିମୀୟା 4:4 - ଓଡିଆ ବାଇବେଲ

4 ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ଆମ୍ଭମାନଙ୍କ ପରମେଶ୍ଵର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ଧିକ୍କାର ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;

Gade chapit la Kopi

ପବିତ୍ର ବାଇବଲ

4 ମୁଁ ପ୍ରାର୍ଥନା କଲି, “ହେ ଆମ୍ଭର ପରମେଶ୍ୱର, ଆମ୍ଭର ପ୍ରାର୍ଥନା ଗ୍ରହଣ କର, ସେହି ଲୋକମାନେ ଆମ୍ଭକୁ ଘୃଣା କରୁଛନ୍ତି। ସେମାନଙ୍କର ପରିହାସ ସେମାନଙ୍କ ପାଖକୁ ଫେରାଇ ଦିଅ। ସେମାନଙ୍କୁ ବିଦେଶରେ ବନ୍ଦୀକରି ସେମାନଙ୍କର ଧନ ଲୁଣ୍ଠିତ କରାଗଲା।

Gade chapit la Kopi




ନିହିମୀୟା 4:4
7 Referans Kwoze  

ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।


ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।


ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?


ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କ’ଣ ତୁମ୍ଭମାନଙ୍କର ଉଚିତ୍ ନୁହେଁ ?”


ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା-ଲଙ୍ଘନ ସକାଶୁ ମୋ’ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।


Swiv nou:

Piblisite


Piblisite