ନିହିମୀୟା 5:10 - ଓଡିଆ ବାଇବେଲ10 ମଧ୍ୟ ମୁଁ, ମୋ’ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମୁଁ ବିନୟ କରୁଅଛି, ଆମ୍ଭେମାନେ ଏହି ସୁଧ ଛାଡ଼ି ଦେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ। Gade chapit laପବିତ୍ର ବାଇବଲ10 ମୁଁ, ମୋର ଆତ୍ମୀୟଗଣ ଏବଂ ମୋର ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ୟର ଉଧାର ଦେଉଅଛୁ। କିନ୍ତୁ ଆସ ସେମାନଙ୍କଠାରୁ ସୁଧ ଆଦାୟ କରିବା ନାହିଁ। Gade chapit la |