Biblia Todo Logo
Bib sou entènèt

- Piblisite -




ନିହିମୀୟା 5:4 - ଓଡିଆ ବାଇବେଲ

4 ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆହୁରି, କେତେକେ କହିଲେ, ଆମ୍ଭେମାନେ ରାଜ-କର ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

4 ଆହୁରି ଅନ୍ୟ ଲୋକେମାନେ କହିଲେ, “ଆମ୍ଭେମାନେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।

Gade chapit la Kopi




ନିହିମୀୟା 5:4
9 Referans Kwoze  

ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;


ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।


ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।


ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।


ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”


ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।


Swiv nou:

Piblisite


Piblisite