ନିହିମୀୟା 5:7 - ଓଡିଆ ବାଇବେଲ7 ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ। ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ମହାସଭା କଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି। Gade chapit laପବିତ୍ର ବାଇବଲ7 ମୁଁ ଏ ବିଷୟରେ ଚିନ୍ତା କଲି, ତା'ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧରେ ଏକ ନ୍ୟାୟିକ ବାଦାନୁବାଦ କଲି। ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସେଇଟା ବନ୍ଦ କରିବା ଉଚିତ୍।” ଏହା ପରେ ମୁଁ ଏକ ମହାସଭା ଡାକିବି। Gade chapit la |