ନିହିମୀୟା 6:3 - ଓଡିଆ ବାଇବେଲ3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି ? Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?” Gade chapit laପବିତ୍ର ବାଇବଲ3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସେହି କାର୍ଯ୍ୟ ବନ୍ଦ କରି ପାରିବି ନାହିଁ।” Gade chapit la |