Biblia Todo Logo
Bib sou entènèt

- Piblisite -




ନିହିମୀୟା 6:4 - ଓଡିଆ ବାଇବେଲ

4 ଏହି ପ୍ରକାରେ ସେମାନେ ଚାରି ଥର ମୋ’ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ସେହି ସମବାର୍ତ୍ତା ମୋ’ ପାଖକୁ ଗ୍ଭରି ଥର ପଠାଇଲେ। ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।

Gade chapit la Kopi




ନିହିମୀୟା 6:4
10 Referans Kwoze  

କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।


ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।


ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।


ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ ?


ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ ?


ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି ?


ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋ’ ନିକଟକୁ ପଠାଇଲା।


Swiv nou:

Piblisite


Piblisite