Biblia Todo Logo
Bib sou entènèt

- Piblisite -




ନିହିମୀୟା 7:12 - ଓଡିଆ ବାଇବେଲ

12 ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।

Gade chapit la Kopi

ପବିତ୍ର ବାଇବଲ

12 ଏଲମର ବଂଶଧର 1,254 ଜଣ।

Gade chapit la Kopi




ନିହିମୀୟା 7:12
5 Referans Kwoze  

ଆଉ, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍‍ଦି ଓ ଯେରେମୋତ୍‍ ଓ ଏଲୀୟ।


ପୁଣି, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।


ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।


ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।


ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।


Swiv nou:

Piblisite


Piblisite