Biblia Todo Logo
Bib sou entènèt

- Piblisite -




ନିହିମୀୟା 7:43 - ଓଡିଆ ବାଇବେଲ

43 ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ-ମାନଙ୍କ ମଧ୍ୟରୁ ଯେଶୂୟର, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Gade chapit la Kopi

ପବିତ୍ର ବାଇବଲ

43 କ‌‌‌‌‌ଦ୍‌‌‌‌‌ମୀୟେଲଙ୍କ ଦ୍ୱାରା ହେଦବାର ମାଧ୍ୟମରେ ଯେଶୂୟ ପରିବାରବର୍ଗରୁ ଆସିଥିବା ଲେବୀୟମାନଙ୍କର ସଂଖ୍ୟା 74 ଜଣ।

Gade chapit la Kopi




ନିହିମୀୟା 7:43
7 Referans Kwoze  

ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।


ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।


ହାରୀମର ସନ୍ତାନ ଏକ ହଜାର ସତର ଜଣ।


ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।


ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍‍;


ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।


ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।


Swiv nou:

Piblisite


Piblisite