Biblia Todo Logo
Bib sou entènèt

- Piblisite -




ନିହିମୀୟା 7:71 - ଓଡିଆ ବାଇବେଲ

71 ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

71 ଆଉ, ପିତୃବଂଶୀୟ କେତେକ ପ୍ରଧାନ ଲୋକ କର୍ମର ଭଣ୍ତାରରେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ତ ରୂପା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

71 ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।

Gade chapit la Kopi

ପବିତ୍ର ବାଇବଲ

71 ଆଉ ପରିବାରର କେତେକ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ୱର୍ଣ୍ଣମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ।

Gade chapit la Kopi




ନିହିମୀୟା 7:71
6 Referans Kwoze  

କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ ।


ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?


ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।


ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।


ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।


Swiv nou:

Piblisite


Piblisite