Biblia Todo Logo
Bib sou entènèt

- Piblisite -




ନିହିମୀୟା 7:72 - ଓଡିଆ ବାଇବେଲ

72 ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

72 ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ତ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

72 ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

Gade chapit la Kopi

ପବିତ୍ର ବାଇବଲ

72 ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ୱର୍ଣ୍ଣମୁଦ୍ରା ଓ 2,000 ରୂପାମୁଦ୍ରା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

Gade chapit la Kopi




ନିହିମୀୟା 7:72
5 Referans Kwoze  

ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।


ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ ସନ୍ତାନଗଣ ଆପଣା ନଗରରେ ଥିଲେ।


ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।


ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।


ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍‍ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;


Swiv nou:

Piblisite


Piblisite