Biblia Todo Logo
Bib sou entènèt

- Piblisite -




ନିହିମୀୟା 7:73 - ଓଡିଆ ବାଇବେଲ

73 ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ ସନ୍ତାନଗଣ ଆପଣା ନଗରରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

73 ଏଉତ୍ତାରେ ଯାଜକମାନେ ଓ ଲେବୀୟମାନେ ଓ ଦ୍ଵାରପାଳମାନେ ଓ ଗାୟକମାନେ, ଆଉ ଲୋକମାନଙ୍କ ମଧ୍ୟରୁ କେତେକ ଓ ନଥୀନୀୟମାନେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଏଉତ୍ତାରେ ସପ୍ତମ ମାସ ଉପସ୍ଥିତ ହେଲା, ଆଉ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

73 ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

73 ଏହା ପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ ଓ ମନ୍ଦିରର ସେବକମାନେ ଓ ସମଗ୍ର ଇସ୍ରାଏଲୀୟ ନିଜ ନିଜ ନଗରରେ ବାସ କଲେ। ଏଣୁ ସପ୍ତମ ମାସରେ ସମସ୍ତ ଇସ୍ରାଏଲୀୟମାନେ ନିଜ ନିଜ ନଗରରେ ଥିଲେ।

Gade chapit la Kopi




ନିହିମୀୟା 7:73
7 Referans Kwoze  

ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।


ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର ସମୂହରେ ପ୍ରଥମେ ବସତି କଲେ।


ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।


ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।


ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।


Swiv nou:

Piblisite


Piblisite