Biblia Todo Logo
Bib sou entènèt

- Piblisite -




ନିହିମୀୟା 8:13 - ଓଡିଆ ବାଇବେଲ

13 ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଦ୍ଵିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଅଧ୍ୟାପକ ନିକଟରେ ଏକତ୍ରିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ ଦ୍ୱିତୀୟ ଦିନ, ସମଗ୍ର ଲୋକଙ୍କର ପରିବାରର ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଲିପିକାର ନିକଟରେ ଏକତ୍ରିତ ହେଲେ।

Gade chapit la Kopi




ନିହିମୀୟା 8:13
13 Referans Kwoze  

ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।


ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।


ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ?


ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ।


ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।


ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;


Swiv nou:

Piblisite


Piblisite