ନିହିମୀୟା 8:5 - ଓଡିଆ ବାଇବେଲ5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଉର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲା; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ଵରେ ଠିଆ ହୋଇଥିଲା; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ। Gade chapit laପବିତ୍ର ବାଇବଲ5 ଏହା ପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖରେ ସେହି ବ୍ୟବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନରେ ଛିଡ଼ା ହୋଇଥିଲେ। ସେ ବ୍ୟବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡ଼ା ହେଲେ। Gade chapit la |