ନିହିମୀୟା 8:6 - ଓଡିଆ ବାଇବେଲ6 ତହୁଁ ଏଜ୍ରା ମହାନ୍ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ “ଆମେନ୍,” “ଆମେନ୍” ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ଏଜ୍ରା ମହାନ ପରମେଶ୍ଵର ସଦାପ୍ରଭୁଙ୍କର ଧନ୍ୟବାଦ କଲା। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ6 ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ୱରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, “ଆମେନ୍! ଆମେନ୍!” Gade chapit la |