ନିହିମୀୟା 8:8 - ଓଡିଆ ବାଇବେଲ8 ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ। Gade chapit laପବିତ୍ର ବାଇବଲ8 ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ ଏବଂ ତହିଁର ଅର୍ଥ ବୁଝାଇ ଦେଲେ, ଯେଉଁଥିରେ ଲୋକମାନେ ବୁଝି ପାରିଲେ। Gade chapit la |