ନିହିମୀୟା 9:1 - ଓଡିଆ ବାଇବେଲ1 ସେହି ମାସର ଚବିଶତମ ଦିନରେ ଇସ୍ରାଏଲ ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେହି ମାସର ଚତୁର୍ବିଂଶ ଦିନରେ ଇସ୍ରାଏଲ-ସନ୍ତାନଗଣ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ଉପରେ ମାଟି ଦେଇ ଏକତ୍ରିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ। Gade chapit laପବିତ୍ର ବାଇବଲ1 ସେହି ମାସର ଚବିଶ ଦିନରେ ଇସ୍ରାଏଲର ଲୋକମାନେ ଏକତ୍ରିତ ହେଲେ। ସେମାନେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସେମାନଙ୍କ ମୁଣ୍ତରେ କାଦୁଅ ବୋଳି ଏକତ୍ର ଠିଆ ହେଲେ। Gade chapit la |