ନିହିମୀୟା 9:11 - ଓଡିଆ ବାଇବେଲ11 ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ। Gade chapit laପବିତ୍ର ବାଇବଲ11 ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ଭାଗ କଲ। ସେମାନେ ଶୁଷ୍କ ଭୂମି ଦେଇ ଯିବାପରି ସମୁଦ୍ର ମଧ୍ୟରେ ଗଲେ। ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ। Gade chapit la |