ନିହିମୀୟା 9:16 - ଓଡିଆ ବାଇବେଲ16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, Gade chapit laପବିତ୍ର ବାଇବଲ16 ମାତ୍ର ସେମାନେ, ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସେମାନେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସେମାନେ ପାଳନ କଲେ ନାହିଁ। Gade chapit la |