ନିହିମୀୟା 9:2 - ଓଡିଆ ବାଇବେଲ2 ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପିତୃଲୋକଙ୍କର ଅପରାଧ ସ୍ଵୀକାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ। Gade chapit laପବିତ୍ର ବାଇବଲ2 ସେହି ଲୋକମାନଙ୍କ ମଧ୍ୟରୁ ଯେଉଁମାନେ ଇସ୍ରାଏଲୀୟ ବଂଶ ସେମାନେ ବିଦେଶିମାନଙ୍କ ନିକଟରୁ ଅଲଗା ଠିଆ ହେଲେ। ଇସ୍ରାଏଲୀୟମାନେ ମନ୍ଦିରରେ ଠିଆ ହୋଇ ନିଜର ପାପ ସ୍ୱୀକାର କରିବା ସଙ୍ଗେ ସଙ୍ଗେ ସେମାନଙ୍କ ପୂର୍ବପୁରୁଷଗଣ କରିଥିବା ପାପ ସ୍ୱୀକାର କଲେ। Gade chapit la |