Biblia Todo Logo
Bib sou entènèt

- Piblisite -




ନିହିମୀୟା 9:7 - ଓଡିଆ ବାଇବେଲ

7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ଵର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ। ତୁମ୍ଭେ ହିଁ ଅବ୍ରହାମଙ୍କୁ ମନୋନୀତ କଲ। ବାବିଲୋନିୟାର ଊର୍ ଦେଶରୁ ତାଙ୍କୁ ବାହାର କରି ଆଣି ଅବ୍ରହାମ ନାମ ଦେଲ।

Gade chapit la Kopi




ନିହିମୀୟା 9:7
11 Referans Kwoze  

ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।


କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।


Swiv nou:

Piblisite


Piblisite