Biblia Todo Logo
Bib sou entènèt

- Piblisite -




ନିହିମୀୟା 9:9 - ଓଡିଆ ବାଇବେଲ

9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ତୁମ୍ଭେ ମିସର ଦେଶରେ ଆମ୍ଭ ପିତୃପୁରୁଷ-ଗଣର କ୍ଳେଶ ଦେଖିଲେ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେ ମିଶରଠାରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ।

Gade chapit la Kopi




ନିହିମୀୟା 9:9
8 Referans Kwoze  

ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି ।


ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।


ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।


ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;


ପୁଣି, ଈଶ୍ୱର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ ।


Swiv nou:

Piblisite


Piblisite