Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:17 - ଓଡିଆ ବାଇବେଲ

17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ

17 ଆଉ ଯେଉଁମାନେ ବଛା ଯାଇଥିଲେ, ମୋଶା ଓ ହାରୋଣ ଏହି ଲୋକମାନଙ୍କୁ ଦେଲେ।

Gade chapit la Kopi




ଗଣନା ପୁସ୍ତକ 1:17
5 Referans Kwoze  

ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।


ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।


ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।


Swiv nou:

Piblisite


Piblisite