Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:24 - ଓଡିଆ ବାଇବେଲ

24 ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ

24 ଗା‌ଦ୍‌ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi




ଗଣନା ପୁସ୍ତକ 1:24
9 Referans Kwoze  

ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।


ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦୀ ଓ ଅରେଲୀ।


ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।


ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।


ସେସମୟରେ ରୁବେନ୍‍ର ସନ୍ତାନଗଣ ଓ ଗାଦ୍‍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;


ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”


Swiv nou:

Piblisite


Piblisite