Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:27 - ଓଡିଆ ବାଇବେଲ

27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।

Gade chapit la Kopi

ପବିତ୍ର ବାଇବଲ

27 ଯିହୁଦା ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 74,600

Gade chapit la Kopi




ଗଣନା ପୁସ୍ତକ 1:27
6 Referans Kwoze  

ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।


ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।


ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


Swiv nou:

Piblisite


Piblisite